Add parallel Print Page Options

ମନୁଷ୍ୟ ଯେ କେବଳ ରୋଟୀରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ନିର୍ଗତ ହୁଏ, ତହିଁରେ ବଞ୍ଚେ। ଏହା ତୁମ୍ଭମାନଙ୍କୁ ଜଣାଇବା ପାଇଁ ସେ ତୁମ୍ଭମାନଙ୍କୁ ନମ୍ର ଓ କ୍ଷୁଧିତ କରିଅଛନ୍ତି, ସେ ତୁମ୍ଭକୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।

Read full chapter