Add parallel Print Page Options

ମାତ୍ର ଅନନ୍ତକାଳ ପାଇଁ ଦୂରୀଭୂତ ହେବ। ମୋର ପ୍ରଭୁ ସଦାପ୍ରଭୁ ସମସ୍ତଙ୍କ ମୁଖମଣ୍ଡଳରୁ ଲୋତକ ପୋଛି ଦେବେ। ଅତୀତରେ ଲୋକଙ୍କର ଯେଉଁ ଦୁଃଖ ଥିଲା, ପରମେଶ୍ୱର ସେ ସମସ୍ତ ଦୁଃଖକୁ ପୃଥିବୀରୁ ପୋଛି ଦେବେ। ଏ ସମସ୍ତ ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି।

Read full chapter