Add parallel Print Page Options

19 ଏହା ପରେ ସଦାପ୍ରଭୁ ଉତ୍ତର ଦେଲେ, “ମୁଁ ତୁମ୍ଭ ସମ୍ମୁଖରେ ଆପଣାର ସମସ୍ତ ଉତ୍ତମତା ଗମନ କରାଇବି, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରାଇବି। ମୁଁ ଯାହାକୁ ଅନୁଗ୍ରହ କରେ ତାହାକୁ ଅନୁଗ୍ରହ କରିବି ଓ ଯାହାକୁ ଦୟାକରେ ତାହାକୁ ଦୟା କରିବି।

Read full chapter