Add parallel Print Page Options

ସେ ସମସ୍ତଙ୍କୁ ଆମ୍ଭେ ଆମ୍ଭର ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପବିତ୍ର ପ୍ରାର୍ଥନା ଗୃହରେ ସେମାନଙ୍କୁ ଆନନ୍ଦିତ କରିବା। ସେମାନଙ୍କର ନୈବେଦ୍ୟ ଓ ଉତ୍ସର୍ଗ ବଳିଦାନକୁ ଆମ୍ଭେ ଗ୍ରହଣ କରିବା; କାରଣ ଆମ୍ଭର ମନ୍ଦିର ସର୍ବ ଗୋଷ୍ଠୀର ଲୋକମାନଙ୍କର ପ୍ରାର୍ଥନା ମନ୍ଦିର ଭାବରେ ଖ୍ୟାତ ହେବ।”

Read full chapter

these I will bring to my holy mountain(A)
    and give them joy in my house of prayer.
Their burnt offerings and sacrifices(B)
    will be accepted on my altar;
for my house will be called
    a house of prayer for all nations.(C)(D)

Read full chapter