Font Size
ଲେବୀୟ ପୁସ୍ତକ 12:8
Oriya Bible: Easy-to-Read Version
ଲେବୀୟ ପୁସ୍ତକ 12:8
Oriya Bible: Easy-to-Read Version
7-8 ଯଦି ଜଣେ ସ୍ତ୍ରୀ ମେଷ ଶାବକ ଉତ୍ସର୍ଗ କରିବାକୁ ଅକ୍ଷମ ହୁଏ ତେବେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେଥିମଧ୍ୟରୁ ଗୋଟିଏ ପାପାର୍ଥକ ବଳି ନିମନ୍ତେ ଓ ଅନ୍ୟଟି ହୋମବଳି ନିମନ୍ତେ ଉତ୍ସର୍ଗ କରାଯିବ। ଯାଜକ ସେଗୁଡ଼ିକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବା ଉଚିତ୍ ଏବଂ ଏହି ପ୍ରକାର ତା’ର ପ୍ରାୟଶ୍ଚିତ ହୁଏ ଏବଂ ତା’ର ଶୁଦ୍ଧି ହୁଏ। ପୁତ୍ର ବା କନ୍ୟା ପ୍ରସବକାରିଣୀ ସ୍ତ୍ରୀ ପ୍ରତି ଶୁଚି ନିମନ୍ତେ ଏହିସବୁ ବ୍ୟବସ୍ଥା ଅଟେ।”
Read full chapter
Oriya Bible: Easy-to-Read Version (ERV-OR)
2010 by Bible League International